ନବୀନ ବାବୁ ଧନ୍ୟବାଦ ନେଇ ଜାଣନ୍ତି ଦେଇ ଜାଣନ୍ତିନି :ଜୟନାରାୟଣ ମିଶ୍ର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଆୟୋଜିତ ଡିନରପାର୍ଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ନଦେବାକୁ ନେଇ, ପ୍ରଶ୍ନ ଉଠାଇଛନ୍ତି ଜୟନାରାୟଣ…