ସ୍ତ୍ରୀର ଅଶ୍ଳୀଳ ଫୋଟୋ ଭାଇରାଲ କରି ସ୍ୱାମୀ ଗିରଫ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଅଶ୍ଳୀଳ ଫଟୋ ଭାଇରାଲ । ପତ୍ନୀ ଅଜାଣତରେ ପତି କରୁଥିଲା ପତ୍ନୀର ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ଫେସବୁକରେ ପୋଷ୍ଟ ଦେଖି ପଡୋଶୀ ପତ୍ନିଙ୍କୁ ଜଣାଇଲେ। ଖବର ପାଇ ପତ୍ନୀ ଥାନାରେ ଅଭିଯୋଗ କରିଛନ୍ତି । ସୋସିଆଲ ମିଡିଆରେ ପତ୍ନୀର ଅଶ୍ଳିଳ ଫଟୋ ପୋଷ୍ଟ କରିବା…