ଆଗକୁ ଆସିପାରେ ବାତ୍ୟା, ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ବୈଠକ
ଆଗକୁ ଆସୁଛି କି ବାତ୍ୟା ? ମୌସୁମୀ ବର୍ଷା ପରେ ଅକ୍ଟୋବରରେ ଓଡ଼ିଶାକୁ ବାତ୍ୟା ଆସିବାର ପୂର୍ବରୁ ବହୁ ନଜିର ଥିବାରୁ, ସେଦିଗରେ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ମୁଖ୍ୟ ଶାସନ ସଚିବ…