ପୁଣି ସମୟ ମାଗିଲେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅ, EDରେ ହାଜର ହେବା ପାଇଁ ଥିଲା ନୋଟିସ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି ସମୟ ମାଗିଲେ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ଝିଅ । ଓକିଲଙ୍କ ଜରିଆରେ ସମୟ ମାଗିଲେ ପ୍ରଦୀପ ଓ ତାଙ୍କ ଝିଅ । ହାଜର ହେବାକୁ ପ୍ରଦୀପ ଓ ତାଙ୍କ ଝିଅଙ୍କୁ ED ନୋଟିସ କରିଥିଲା ।
ସେପଟେ ଆୟ ବହିର୍ଭୂତ ବିପୁଳ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ…