ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଜେରା
ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ । ବହିଷ୍କୃତ ଆଇଏଫ୍ଏସ୍ ଅଧିକାରୀ ଅଭୟ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ହାଜର ହୋଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଚତୁର୍ଥ ଥର ନୋଟିସ ପରେ ଇଡିରେ ହାଜର ହେଲେ ପ୍ରଦୀପ । ଶୁକ୍ରବାର ଦିନ ପ୍ରଦୀପଙ୍କ ଝିଅ…