ପାର୍ବଣ ସମୟରେ ସତର୍କ ରହିବା ଏବଂ ସାମାଜିକ ଦୂରତା ରକ୍ଷା କରି ଭିଡକୁ ନଯିବା ଲାଗି ପରାମର୍ଶ ଦେଲେ ଡିଏମଇଟି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପାର୍ବଣ ସମୟରେ ଭିଡକୁ ଦୃଷ୍ଟିରେ ରଖି କୋଭିଡ଼ ସଂକ୍ରମଣ ବଢ଼ିପାରେ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି । ସେ କହିଛନ୍ତି, ଆମର ନୈତିକ କାମ ଆମେ ତାକୁ କେମିତି ପ୍ରତିରୋଧ କରିବା । ସେ ନେଇ ସଚେତନ ହେବା ଆବଶ୍ୟକ । ତେଣୁ ସମସ୍ତେ କୋଭିଡ୍ ମାର୍ଗ ଦର୍ଶିକା…