Browsing Tag

president

ରେସ୍କ୍ୟୁ ଅପରେସନ୍‌ର ସଫଳତା ସହ ଉଦ୍ଧାର ଶ୍ରମିକଙ୍କୁ ଶୁଭକାମନା ଓ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,…

ଦୀର୍ଘ ୧୭ ଦିନ ଧରି ଉତ୍ତରକାଶୀ ଟନେଲ ଭିତରେ ଫସିକି ରହିବା ପରେ ଆଜି ଟନେଲ ଭିତରୁ ସୁରକ୍ଷିତ ଭାବେ ସମସ୍ତ ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଟିମର ଅକ୍ଳାନ୍ତ ପରିଶ୍ରମ ଓ ଦେଶବାସୀଙ୍କ ପ୍ରାର୍ଥନା ସଫଳ ହୋଇଛି। ଟନେଲ୍‌ରୁ ଶ୍ରମିକ ଉଦ୍ଧାର ଘଟଣାରେ ଖୁସି ବ୍ୟକ୍ତ…

ନରିନ୍ଦର ବାତ୍ରାଙ୍କ ଭାରତୀୟ ଅଲିମ୍ପିକ୍ସ ସଂଘ ଅଧ୍ୟକ୍ଷ ପଦରୁ ଇସ୍ତଫା

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଇସ୍ତଫା ଦେଲେ ନରିନ୍ଦର ବାତ୍ରା । ଭାରତୀୟ ଅଲିମ୍ପିକ୍ସ ସଂଘ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ନରିନ୍ଦର ବାତ୍ରା । ୨୦୧୭ରୁ ସେ ଭାରତୀୟ ଅଲିମ୍ପିକ୍ସ ସଂଘର ଅଧ୍ୟକ୍ଷ ପଦରେ ଥିଲେ । ତେବେ ଗତ ମାସରେ ସିବିଆଇ ଜାଲରେ ଛନ୍ଦି ହୋଇଥିଲେ ନରିନ୍ଦର । ହକି…

ଆଜିଠୁ ୪ ଦିନିଆ ମହାରାଷ୍ଟ୍ର-ତେଲେଙ୍ଗାନା ଗସ୍ତରେ ରାଷ୍ଟ୍ରପତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠୁ ୪ଦିନିଆ ମହାରାଷ୍ଟ୍ର ଓ ତେଲେଙ୍ଗାନା ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏନେଇ ଗତକାଲି ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ଚାରିଦିନିଆ ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଅନେକ କାର୍ଯ୍ୟକ୍ରମରେ ଯୋଗ ଦେବାର…

ଆଜି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି କୋବିନ୍ଦ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ୨୧ ତାରିଖ ଦିନ ସକାଳେ ରାଉରକେଲା ଯାଇ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଶ୍ରୀ କୋବିନ୍ଦ ଯୋଗଦେବେ। ପରେ…

୪ ଜଣଙ୍କୁ ରାଜ୍ୟସଭା କୁ ମନୋନୀତ କଲେ ରାଷ୍ଟ୍ରପତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟସଭାକୁ ଯିବାପାଇଁ ରାଷ୍ଟ୍ରପତି ୪ ଜଣ ବିଶିଷ୍ଟ ବ୍ୟକ୍ତିକୁ ମନୋନୀତ କରିଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାର ଦୁଇଜଣ ପ୍ରାର୍ଥୀ ସ୍ଥାନ ପାଇଛନ୍ତି। ସେମାନେ ହେଲେ ଓଡ଼ିଶାର ବିଖ୍ୟାତ ପଥରଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଓ ବିଶିଷ୍ଟ ନୃତ୍ୟଙ୍ଗନା ସୋନାଲ…