Browsing Tag

President and Vice President extended Holi greetings

ହୋଲିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି

ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଛି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ହୋଲି ଆନନ୍ଦ…