Browsing Tag

President Election

ରାଷ୍ଟ୍ରପତି ନିର୍ବାଚନ; ଓଡ଼ିଶାରୁ ୧୪୫ ବିଧାୟକ ରଖିଲେ ନିଜର ମତ

ଦେଶର ୧୫ତମ ରାଷ୍ଟ୍ରପତି ଚୟନ ପାଇଁ ସୋମବାର ମତଦାନ ହୋଇଯାଇଛି। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିଥିଲା। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ସମେତ ୧୪୫ ବିଧାୟକ ନିଜର ମତ ସାବ୍ୟସ୍ତ କରିଛନ୍ତି। ଇତି ମଧ୍ୟରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଧ୍ୟ ଭୋଟ…

ଦ୍ରୌପଦୀ ମୁର୍ମୁଙ୍କୁ କ୍ରସ ଭୋଟ କଲେ କଂଗ୍ରେସ ବିଧାୟକ

ଆଜି ରାଷ୍ଟ୍ରପତି ପଦ ପାଇଁ ମତଦାନ ଚାଲିଥିବାବେଳେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ଭୋଟ ଦେବାପରେ ମାଟିର ଝିଅକୁ ଭୋଟ ଦେଇଛି ବୋଲି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି କଟକର ବାରବାଟୀ ବିଧାୟକ ମୋକିମ । ସେ…

ରାଷ୍ଟ୍ରପତି ନିର୍ବାଚନ; ନିଜର ମତ ରଖିଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ରହିଛି ମତଦାନ। ଯାହା ସନ୍ଧ୍ୟା ୫ଟା ଯାଏଁ ଚାଲିବ । ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟକ୍କର ଦେଉଛନ୍ତି ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା । ଜୁଲାଇ ୨୧ରେ ଭୋଟ୍ ଗଣତି ହେବ । ସେହିପରି ୨୫ ତାରିଖରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ…

ନାମାଙ୍କନ ଦାଖଲ କଲେ ଯଶୱନ୍ତ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଯଶୱନ୍ତ ସିହ୍ନା। ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ ସେ ନିଜର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ସହିତ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସପାର ଅଧ୍ୟକ୍ଷ ଅଖିଳେଶ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଟ୍ୱିଟ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ । ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସମର୍ଥନ କରିବାକୁ ମଧ୍ୟ ଅପିଲ କରିଛନ୍ତି…

ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ଅପରାହ୍ନ ୩ଟା ସମୟରେ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ଆସନ୍ତା ଜୁଲାଇ ୨୪ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ୟ୍ୟକାଳ ଶେଷ ହେଉଛି । ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ନେବେ…