Browsing Tag

President Of India

ନାମାଙ୍କନ ଦାଖଲ କଲେ ଯଶୱନ୍ତ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଯଶୱନ୍ତ ସିହ୍ନା। ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ ସେ ନିଜର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ସହିତ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ, ସପାର ଅଧ୍ୟକ୍ଷ ଅଖିଳେଶ…

ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ନାମାଙ୍କନ ଦାଖଲ କରିବା ସମୟରେ ସଂସଦ ଭବନରେ ପ୍ରଧାନମନ୍ତ୍ରୀଙ୍କ ସମେତ ଉପସ୍ଥିତ ଥିଲେ ବଡ଼ ବଡ଼ ନେତା । ସଂସଦ ଭବନରେ ଉପସ୍ଥିତ ଥିଲେ ପ୍ରଧାନମନ୍ତ୍ରୀ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଟ୍ୱିଟ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅପିଲ । ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ସମର୍ଥନ କରିବାକୁ ମଧ୍ୟ ଅପିଲ କରିଛନ୍ତି…

ଦ୍ରୌପଦୀ ମୁର୍ମୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ : ଜେପି ନଡ୍ଡା

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି। ପ୍ରେସମିଟ୍ ମାଧ୍ୟମରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସୂଚନା ଦେଇଛନ୍ତି।…

ପାଓ୍ୱାର ରାଷ୍ଟ୍ରପତି ରେସ୍‌ରୁ ଆଉଟ୍!

ମୁମ୍ବାଇ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପାଓ୍ୱାରଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ନେଇ ଟୁପୁରଟାପୁର ଆରମ୍ଭ ହୋଇଥିଲା। ପରେ ମମତା ବାନାର୍ଜୀ, କଂଗ୍ରେସ, ଆମ୍ ଆଦମୀ ପାର୍ଟି ଏହା ଉପରେ ମୋହର ମାରିଥିଲେ। ହେଲେ ସୋମବାର ନିଜ ଦଳର ନେତାଙ୍କ ସହ ବୈଠକ ପରେ ଶରଦ ପାଓ୍ୱାର ଏଭଳି ଏକ ପ୍ରସ୍ତାବକୁ…

ଖୁବ୍ ଶୀଘ୍ର ରାଷ୍ଟ୍ରପତି ନିର୍ବାଚନ ନେଇ ଘୋଷଣା

ନୂଆଦିଲ୍ଲୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିର୍ବାଚନ ଆୟୋଗ ଆଗାମୀ କିଛି ଦିନରେ ରାଷ୍ଟ୍ରପତି ନିର୍ବାଚନ କାର୍ଯ୍ୟକ୍ରମ ଘୋଷଣା କରିପାରନ୍ତି । ସମ୍ବିଧାନର ୬୨ତମ ଅନୁଚ୍ଛେଦର ସନ୍ଦର୍ଭ ଅନୁସାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଜୁଲାଇ ୨୪ ତାରିଖରେ ଶେଷ ହେବ ଏବଂ ଆଗାମୀ…