‘ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକ ଅତ୍ୟାବଶ୍ୟକ ଜିନିଷ ମହଜୁଦ ରଖନ୍ତୁ ନାହିଁ’
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜନିଷ ମହଜୁଦ ନ ରଖିବାକୁ କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଏହା ଦ୍ୱାରା ବଜାରରେ କୃତ୍ରିମ ଅଭାବ ଦେଖାଦେଇପାରେ । ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି…