ଆସନ୍ତା ୮ରେ ଶପଥ ନେବେ ପ୍ରଧାନମନ୍ତ୍ରୀ ମୋଦୀ
ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ସେ ଆସନ୍ତା ୮ ତାରିଖ ସଂଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ସରକାର ଗଢିବାକୁ ଯାଉଛି । ଯଦିଓ ଗତ…