ଶ୍ରମିକଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର: ମନ୍ତ୍ରୀ ସୁଶାନ୍ତ ସିଂହ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସଂଗଠିତ ଓ ଅସଂଗଠିତ ଶ୍ରମିକମାନଙ୍କ ସାମାଜିକ ସୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା । ରାଜ୍ୟ ସରକାର ଶ୍ରମିକଙ୍କ ସାମାଜିକ ସୁରକ୍ଷାକୁ ସୁଦୃଢ ଓ ସୁସଂଗଠିତ କରିବା ପାଇଁ ଏବଂ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଲାଭ ସମୂହ ସଫଳ ଭାବରେ ଶ୍ରମିକମାନେ ଓ ସେମାନଙ୍କ…