ପ୍ରଫେସର ରାଜେନ୍ଦ୍ର ମହାନ୍ତିଙ୍କୁ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ
ଭୁବନେଶ୍ୱର , ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ…