ମହିଳାଙ୍କ ପ୍ରଗତିକୁ କାର୍ଯ୍ୟରେ ରୂପାନ୍ତରିତ କରିଛି ବିଶ୍ୱବିଦ୍ୟାଳୟ: ସୋଆ ଉପସଭାପତି
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୪୭ ପ୍ରତିଶତ ଝିଅ ଶିକ୍ଷା ଗ୍ରହଣ କରୁଛନ୍ତି । ଏମାନଙ୍କ ମଧ୍ୟରୁ କେବଳ ଇଞ୍ଜିନିୟରିଂରେ ୩୯ ପ୍ରତିଶତ ଛାତ୍ରୀ ଅଛନ୍ତି । ସେହିପରି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ମହିଳା ହେଉଛନ୍ତି ୫୧ ପ୍ରତିଶତ । ତେଣୁ ମହିଳାଙ୍କ…