Browsing Tag

Promoda bhagat gold medal

ଇତିହାସ ରଚିଲେ ଓଡିଆ ପୁଅ ପ୍ରମୋଦ ଭଗତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜାପାନର ରାଜଧାନୀ ଟୋକିଓରେ ଖେଳାଯାଉଥିବା ପାରା ଅଲିମ୍ପିକ୍ସରେ ଶନିବାର ଦିନଟି ଭାରତ ପାଇଁ ବହୁତ ଖାସ ରହିଛି। ପାରା ଅଲିମ୍ପିକ୍ସରେ ଇତିହାସ ରଚିଲେ ଓଡିଆ ପୁଅ ପ୍ରମୋଦ ଭଗତ। ବ୍ୟାଡମିଣ୍ଟନ ଏକକ ବର୍ଗ ଏସଏଲ ୩ରେ ଭଗତ ଚାମ୍ପିଅନ ହୋଇ ସ୍ଵର୍ଣ୍ଣ ପଦକ ଜିତିଛନ୍ତି।…