Browsing Tag

Puri

ଲୋକସଭା ଆମର ବିଧାନସଭା ତମର, ଦେଖନ୍ତୁ ଭିଡ଼ିଓ

ଲୋକସଭା ଆମର ବିଧାନସଭା ତମରରା, ଜନୀତିରେ ପୁରୀ ଫ୍ୟାକ୍ଟର କିଏ କାହାକୁ ଚକ୍‌ମା ଦେବ, ପୁରୀରେ ଆଗରୁ ଫିକ୍ସି ହୋଇଛି କି ସିଟ୍ ଭାଗବଣ୍ଟାଲୋ, କସଭା ଆମର ବିଧାନସଭା ତମର । https://youtu.be/ONd6nQ5eIAo?si=ajdUKiGysjcuK_Fn ନବୀନ ପଟ୍ଟନାୟକ ଆଗାମୀ ନିର୍ବାଚନରେ ହିଞ୍ଜିଳି…

ଆରମ୍ଭ ହେଲା ରଥଟଣା; ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ…

ଦେବସ୍ନାନ ପୂର୍ଣିମାର ମହତ୍ତ୍ୱ କ’ଣ, ଏହିଦିନ କ’ଣ ଉପାୟ କଲେ ଘରେ ବୃଦ୍ଧି ପାଇଥାଏ ସୁଖ, ସମୃଦ୍ଧି…

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ବର୍ଷ ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣିମା ଚଳିତ ମାସ ୧୪ ତାରିଖ ମଙ୍ଗଳବାର ଦିନ ଅନୁଷ୍ଠିତ ହେଉଛି । ଆମ ହିନ୍ଦୁ ଧର୍ମରେ ପୂର୍ଣ୍ଣିମା ଖୁବ ଗୁରୁତ୍ୱ ଦିଆଯାଇଥାଏ । ଦେବସ୍ନାନ ପୁର୍ଣିମା କୁ ସ୍ନାନ ପୁର୍ଣିମା ମଧ୍ୟ କୁହାଯାଇଥାଏ । ଆମ ଜଗନ୍ନାଥ…

ପୁରୀ ଗୁଳିକାଣ୍ଡ ଓ ଛୁରାମାଡ଼ ଘଟଣା : ମୁଖ୍ୟ ଅଭିଯୁକ୍ତ ଗିରଫ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁରୀ ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ପିସ୍ତଲ ଜବତ ହୋଇଛି। ଲୋକନାଥ ମନ୍ଦିର ସେବକ ଶିବରାମ ପାତ୍ରଙ୍କୁ ହତ୍ୟା ପଛରେ ପ୍ରେମ ବ୍ୟାପାର କିମ୍ବା ବ୍ୟକ୍ତିଗତ ଶତୃତା…

ଓବିସିସି ଚିଠି କ୍ରମେ ଗୁଜୁରାଟ ଆଇଆଇଟି ପକ୍ଷରୁ କରାଯାଉଛି ସର୍ଭେ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଏମାର ମଠର ଖନନ ସ୍ଥଳକୁ କରାଯାଉଛି ଜିପିଆର ସର୍ଭେ। ଓବିସିସି ଚିଠି କ୍ରମେ ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଛି। ଜିଓକାର୍ଟ ରାଡାର ଟେକ୍ନୋଲୋଜି ପ୍ରାଇଭେଟ ଲିମିଟେଡ଼ ଜରିଆରେ ଏହି ସର୍ଭେ କରାଯାଉଛି। ଆଜି ଶେଷ ହୋଇଛି ସର୍ଭେ କାର୍ଯ୍ୟ।…

ଏମାର ମଠ ପରିସରରୁ ବାହାରିଲା ଭଗ୍ନ ସିଂହ ମୂର୍ତ୍ତି

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁରୀ ଏମାର ମଠ ପରିସରରୁ ବାହାରିଲା ପ୍ରାଚୀନ ସିଂହ ମୂର୍ତ୍ତି। କାରୁକାର୍ଯ୍ୟପୂର୍ଣ୍ଣ ସିଂହ ମୂର୍ତ୍ତିଟି ଖନନ ସମୟରେ ଭାଙ୍ଗି ଯାଇଥିବା ସୂଚନା । ଏହା ସହ ଜିପିଆର ସର୍ଭେ ହୋଇନଥିବାରୁ ଏପରି ଘଟିଥିବା ଅଭିଯୋଗ ହୋଇଛି । ଏକ ପ୍ରାଚୀନ ସିଂହ ମୂର୍ତ୍ତିର ଫଟୋ…

ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ରଥ ଖଳାରେ ବିଶ୍ୱକର୍ମାମାନେ ତୁମ୍ବ ତିଆରିରେ ଲାଗିଛନ୍ତି । ତୁମ୍ବରେ ବିନ୍ଧ ଖୋଦେଇ ଚାଲିଛି । ବୁଧବାର ସୁଦ୍ଧା ୧୨ ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ତିନୋଟି ତୁମ୍ବ ବିନ୍ଧ…

ରଥଖଳା: ଜୋରସୋରରେ ଚାଲିଛି ରଥ ନିର୍ମାଣ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଆଜି ପ୍ରଥମ ସମନ୍ୱୟ ବୈଠକ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ ବୈଠକ । ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ହେବ ଆଲୋଚନା। ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ କି ନାହିଁ ନିଆଯିବ ନିଷ୍ପତ୍ତି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ…

ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଚନ୍ଦନଯାତ୍ରା ଉତ୍ସବ ଆରମ୍ଭ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଚନ୍ଦନଯାତ୍ରା ଉତ୍ସବ ଆରମ୍ଭ ହେବା ସହ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ୩ ରଥ ନିର୍ମାଣର ଶୁଭ ଅନୁକୂଳ କରାଯିବ। ଦୀର୍ଘ ୨ ବର୍ଷ ପରେ ଶ୍ରଦ୍ଧାଳୁଙ୍କ ଗହଣରେ ପ୍ରଭୁଙ୍କ ଚନ୍ଦନ ଯାତ୍ରା…