Browsing Tag

Puri Narendra Pushkarini arrow blast case

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା, ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି

ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି ପାଇଛି । ବିଭିନ୍ନ ମେଡିକାଲରେ ୨୨ ଗୁରୁତର ଆହତଙ୍କ ଚିକିତ୍ସା ଚାଲିଛି । ଏନେଇ ସୂଚନା ଦେଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାଜୁ ରାଓ…