ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମାତୃ ବିୟୋଗ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କୋକସରା ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ମାତା ରୋଶନି ସିଂହଦେଓଙ୍କ ଆଜି ପରଲୋକ ହୋଇଛି । ପୁଅ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ରୋଶନିଙ୍କ ମୃତ୍ୟୁ ଖବର ଜଣାପଡିବା…