ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫ଜଣ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ…