Browsing Tag

Railway grant of 10 thousand 586 crores for Odisha

ଓଡିଶା ପାଇଁ ୧୦ ହଜାର ୫୮୬ କୋଟିର ରେଳ ଅନୁଦାନ

ଓଡିଶା ପାଇଁ ୧୦ ହଜାର ୫୮୬ କୋଟିର ରେଳ ଅନୁଦାନ । ପ୍ରେସମିଟ କରି ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ରେଲୱେ ପାଇଁ ୨ ଲକ୍ଷ ୬୨ ହଜାର କୋଟି ଟଙ୍କା ମିଳିଛି । ଓଡିଶା ପାଇଁ ମିଳିଛି ୧୦ ହଜାର ୫୮୬ କୋଟି ଟଙ୍କା । ୟୁପିଏ ତୁଳନାରେ ୧୨ ଗୁଣା ଅଧିକ ଟଙ୍କା…