Browsing Tag

Rain

କାଲିଠୁ ବଢିବ ବର୍ଷା, ଦୁଇ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା…

ଆହୁରି ୫ଦିନ ବର୍ଷା

ଆଗାମୀ ୫ ଦିନ ପର୍ଯ୍ଯନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୧ଟି ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ଆସନ୍ତା ୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେଣୁ, ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୩ ତାରିଖରେ ଓଡିଶା ଏବଂ ଆନ୍ଧ୍ରପ୍ରଦେଶ ଉପକୂଳରେ…

୩ରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ!

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୋଆ ଜଳବାୟୁ ଓ ପାଣିପାଗ ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ରାଜ୍ୟରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବାର ନାହିଁ । ଜୁଲାଇ ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ…

୨୪ ଘଣ୍ଟା ଭିତରେ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ) : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳବର୍ତ୍ତୀ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।…

ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। କିନ୍ତୁ ଏହା ଜୁନ୍‌ର ନିଅଣ୍ଟିଆ ବର୍ଷା ପରିମାଣକୁ କମାଇ ପାରିବ ନାହିଁ। ଜୁନ୍‌ ୧ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ୪୪ ପ୍ରତିଶତରୁ ଅଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇସାରିଛି। ଆଞ୍ଚଳିକ ପାଣିପାଗର…

ବିଜୁଳି ଓ ଘଡ଼ଘଡ଼ି ସହ ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୌସୁମୀର ଆଗମନ ପରେ ପ୍ରବଳ ବର୍ଷା। ରାଜଧାନୀରେ ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମୌସୁମୀର ଆଗମନ ପରେ ଗତ ଦୁଇ…

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୨ ତାରିଖରୁ ୨୫ ତାରିଖ ମଧ୍ୟରେ ଅନେକ ସ୍ଥାନରେ…

ମୌସୁମୀ ଲାଗି ରାଜ୍ୟରେ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ପୂରା ଓଡ଼ିଶା ଛୁଇଁଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆସନ୍ତାକାଲି ପାଇଁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,…

ଅଗ୍ରସର ହେଉଛି ମୌସୁମୀ: କିଛି ଜିଲ୍ଲାରେ ବର୍ଷା ଜାରି

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁବା ପରେ ଅଧିକ ଅଗ୍ରସର ହେଉଛି ମୌସୁମୀ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସକ୍ରିୟ ହେବ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସକ୍ରିୟ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…