Browsing Tag

Rain in 15dist

୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,…