Browsing Tag

Rain

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ବର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ପ୍ରଭାବରେ ବର୍ଷା ହେଉଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ନିଅଣ୍ଟିଆ ବର୍ଷା, ୭୯ ପ୍ରତିଶତ କମ୍ ବର୍ଷା ରେକର୍ଡ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଜୁନରେ ନିଅଣ୍ଟିଆ ବର୍ଷା । ଜୁନ ୧ରୁ ୧୨ ତାରିଖ ମଧ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୧୨ ଦିନରେ ୧୦.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସ୍ୱାଭାବିକ ତୁଳନାରେ ୭୦ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ଜୁନରେ ୩ଟି…

କାଳବୈଶାଖୀ ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭାରତୀୟ ପାଣିପାଗ ବିଭାଗ ଟ୍ୱିଟ କରି ସୂଚନା ଦେଇଛି, ରାଜ୍ୟରେ ଆସନ୍ତା ୪ରୁ ୫ ଦିନ ଭିତରେ ମୌସୁମୀ ଛୁଇଁବ । ତାପମାତ୍ରାରେ ହ୍ରାସ ହେବ। ସେହିପରି ରାଜ୍ୟରେ ଏବେ ପ୍ରାକ ମୌସୁମୀର ପ୍ରଭାବ ଦେକଇବାକୁ ମିଳୁଛି । ସେହିପରି ଆସନ୍ତା ୨୪ ଘଣ୍ଟା ଭିତରେ…

ଭଲ ବର୍ଷା ହେବ, ଯଦି କିଛି ଅସୁବିଧା ହୁଏ ସରକାର ପ୍ରସ୍ତୁତ : କୃଷିମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଇଏମଡି ଡିଜିଙ୍କ ରିପୋର୍ଟ ଅନୁଯାୟୀ ଚଳିତବର୍ଷ ଠିକ୍‌ ବର୍ଷା ହେବ । କାଁ ଭାଁ ସ୍ଥାନରେ କମ୍‌ ବର୍ଷା ହେବ । ଯଦି କୌଣସି ଅସୁବିଧା ହୁଏ ତାହେଲେ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ। ସେପଟେ ମନ୍ତ୍ରୀ ସମବାୟ…

ଜୁନ୍ ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା, ଆଇଏମଡି ଡିଜି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁନ୍ରେ ସ୍ୱାଭାବିକ ଠାରୁ ଅଧିକ ମୌସୁମୀ ଜନିତ ବର୍ଷା ନେଇ ଆଇଏମଡି ଡିଜି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । କେନ୍ଦ୍ର ଓଡିଶା ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ କମ୍ ବର୍ଷିପାରେ । ତେବେ ସାରା ଦେଶରେ ୧୦୩ ପ୍ରତିଶତ ବର୍ଷା ମଧ୍ୟ ହୋଇପାରେ ।…

କେରଳ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୩ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆଇଏମଡିର ସୂଚନା ଅନୁଯାୟୀ ଜୁନ୍ ୧ରେ ମୌସୁମୀ…

୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଜି ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର,…

ଜୁନ ପ୍ରଥମ ସପ୍ତାହରେ ମୌସୁମୀ କେରଳ ଛୁଇଁବ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁନ ପ୍ରଥମ ସପ୍ତାହରେ ମୌସୁମୀ କେରଳ ଛୁଇଁବ ଜଣାପଡିଛି। ପୂର୍ବରୁ ମେ 27ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରାଯାଉଥିଲା। 2ରୁ 3ଦିନ ମଧ୍ୟରେ କେରଳ ଛୁଇଁପାରେ ମୌସୁମୀ ବାୟୁ। ଏମିତି ହେଲେ ଜୁନ ଦ୍ବିତୀୟ ସପ୍ତାହ ଅର୍ଥାତ…

କାଳବୈଶାଖୀ ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ…

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣି ତାତି ବଢ଼ିଥିବା ବେଳେ ଆଶ୍ୱସ୍ତି ଆଣିଛି କାଳବୈଖାଖୀ । ଯେଉଁଭଳି ଭାବରେ ରାଜ୍ୟରେ ତାତିର ପ୍ରକୋପ ଜାରି ରହିଥିଲା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିଲା। ତେବେ ରାଜ୍ୟରେ ବର୍ଷା…