ଓଡ଼ିଶାର ଗଣପର୍ବ ରଜ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ…