କେମିତି ପାଳନ କରିବେ ରଜ,ଜାଣନ୍ତୁ ପୌରାଣିକ କଥା
(ଓଡ଼ିଶା ଫାଷ୍ଟ ବ୍ୟୁରୋ) ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା’ନ୍ତି । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା ।…