Browsing Tag

Rajya Sabha

ଉପନିର୍ବାଚନ: ୩ ଲୋକସଭା ଓ ୭ ବିଧାନସଭା ଆସନ ପାଇଁ ଆଜି ଭୋଟ୍ ଗ୍ରହଣ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ। ଦେଶର ୩ଟି ଲୋକସଭା ଓ ୭ଟି ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯାଉଛି । ପୂର୍ବାହ୍ନ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏଁ ଏହା ଜାରି ରହିବ । ଏହି ସବୁ ଆସନର ଭୋଟଗଣତି ଓ ଫଳାଫଳ ଆସନ୍ତା ୨୬ ତାରିଖରେ…

ରାଜ୍ୟସଭା ନିର୍ବାଚନ: ୪୧ ପ୍ରାର୍ଥୀ ନିଦ୍ୱନ୍ଦ୍ୱରେ ନିର୍ବାଚିତ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟସଭା ଲାଗି ୫୭ ଆସନରେ ହେବାକୁ ଥିବା ନିର୍ବାଚନରେ ଶୁକ୍ରବାର ୪୧ ଜଣ ପ୍ରାର୍ଥୀ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏହି ୪୧ ପ୍ରାର୍ଥୀଙ୍କ ମଧ୍ୟରେ କଂଗ୍ରେସର ପି ଚିଦାମ୍ବରମ ଓ ରାଜୀବ ଶୁକ୍ଲା, ବିଜେପିର ସୁମିତ୍ରା ବାଲ୍ମିକୀ ଓ କବିତା…

୪ ବିଜେଡି ପ୍ରାର୍ଥୀଙ୍କ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଦାଖଲ ହୋଇଛି । ବିଜେଡିର ୪ ପ୍ରାର୍ଥୀ ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଧିବଦ୍ଧ ଭାବେ ନାମାଙ୍କନ ଦାଖଲ କରିଛନ୍ତି । ପୂର୍ବାହ୍ନ ୧୧ଟାରେ ସଚିବାଳୟ ପରିସରରେ ନାମାଙ୍କନ ଭରିଛନ୍ତି । ବରିଷ୍ଠ ବିଧାୟକଙ୍କ…

ରାଜ୍ୟସଭା ନିର୍ବାଚନ : ଜୁନ୍ ୨ ଯାଏଁ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା। ଆଜିଠୁ ଜୁନ୍ ୨ ତାରିଖ ଯାଏଁ ନାମାଙ୍କନ ଦାଖଲ । ସୁବାସ ସିଂ କଟକ ମେୟର ହେବା ପରେ ରାଜ୍ୟସଭାରୁ ଇସ୍ତାଫା ଦେଇଥିଲେ । ତେଣୁ ଉପନିର୍ବାଚନ ହେବାକୁ ଯାଉଛି। ଜୁନ 2 ତାରିଖ ହେଉଛି ନାମାଙ୍କନ…

୩ ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ୩ ରାଜ୍ୟସଭାର ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ଆଜିଠୁ ନାମାଙ୍କନ ଆରମ୍ଭ ହେବ । ଆସନ୍ତା ୩୧ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ବୋଲି ସୂଚନା ଦିଆଯାଇଛି । ତେବେ ଅଙ୍କ ଗଣତିରେ ୩ଟି…