Browsing Tag

Ratha Festival 2022

ଆରମ୍ଭ ହେଲା ରଥଟଣା; ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

ଆରମ୍ଭ ହେଲା ରଥଟଣା । ବଡ଼ଦାଣ୍ଡରେ ପ୍ରଥମେ ଗଡ଼ିଲା ତାଳଧ୍ୱଜ ରଥ । ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ, ହୁଳହୁଳି ଓ ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର । ପରମ୍ପରା ଅନୁସାରେ ପ୍ରଥମେ ଶ୍ରୀ ବଳଭଦ୍ରଙ୍କର ରଥ ଟଣା ଯାଇଛି । ରଥରେ ଅଶ୍ୱ ଯୋଖା ହେବା ପରେ…

ତିନି ରଥର ଛେରାପହଁରା ନୀତି ସମାପନ କଲେ ଗଜପତି ମହାରାଜା

ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ତିନି ରଥ ଉପରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ । ଶଙ୍କରାଚାର୍ଯ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ରଥ ଉପରେ ଛେରାପହଁରା ନୀତି କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ ।…

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ରଥ ପ୍ରତିଷ୍ଠା। ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟ, କାହାଳୀ ଓ ବାଜାରେ କମ୍ପୁଛି ସାରା ପରିବେଶ । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା…

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା; ଆରମ୍ଭ ହେଲା ବଳଭଦ୍ରଙ୍କ ପହଣ୍ଡି ବିଜେ

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ଚଳଚଞ୍ଚଳ ରହିଛି ଶ୍ରୀକ୍ଷେତ୍ର ପୁରୀ । ସିଂହଦ୍ୱାର ନିକଟରେ ଶ୍ରୀଜୀଉଙ୍କୁ ତିନିରଥ ଅପେକ୍ଷା କରିଥିବା ବେଳେ ପ୍ରଥମେ ଗୋଟି ପହଣ୍ଡିରେ ରଥରେ ବିଜେ କରିଛନ୍ତି ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ବିଜେ ଆରମ୍ଭ…

ଘୋଷଯାତ୍ରାର ମହତ୍ୱ

ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଆଷାଢ଼ ମାସ ଶୁକ୍ଳପକ୍ଷ, ଦ୍ୱିତୀୟା ତିଥିରେ ପଡ଼ିଥାଏ । ଏହାକୁ ନବଦିନ ଯାତ୍ରା, ଘୋଷଯାତ୍ରା ବା ଦଶଅବତାର ଯାତ୍ରା ବୋଲି କୁହାଯାଏ । ଏହି ପବିତ୍ର ରଥଯାତ୍ରା ପୁରୀ ମନ୍ଦିରର ତିନି ମୁଖ୍ୟ ଦେବତା ଜଗନ୍ନାଥ, ତାଙ୍କର ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ଚଇତା କମଳରେ…

ଆସନ୍ତାକାଲି ରଥଯାତ୍ରା; ୯ଟା ୩୦ରେ ପହଣ୍ଡି ବିଜେ, ୪ଟାରେ ରଥଟଣା

ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ନୀତି ର୍ନିଘଣ୍ଟ ଅନୁଯାୟୀ,…

ବଡ ଦାଣ୍ଡରେ ତିନି ରଥ

ରାତି ପାହିଲେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା।ଏହି କାରଣରୁ ଲୋକାରଣ୍ୟ ହେବାକୁ ଆରମ୍ଭ ହୋଇଛି ଶ୍ରୀକ୍ଷେତ୍ର। ତିନି ରଥରୁ ଆଜ୍ଞାମାଳ ଆସି ସାରିବା ପରେ ରଥକୁ ସିଂହଦ୍ୱାର ସମ୍ମୁଖକୁ ନିଆଯାଉଛି। ପ୍ରଥମେ ନନ୍ଦିଘୋଷ ଓ ଦ୍ୱିତୀୟରେ ଦର୍ପଦଳନ ରଥ ଆସୁଛି। ସମସ୍ତ ପ୍ରସ୍ତୁତି ଧିରେ ଧିରେ…

ନନ୍ଦିଘୋଷ ରଥର ମହାତ୍ମ୍ୟ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥର ନାମ ହେଉଛି ନନ୍ଦିଘୋଷ। ଏହି ରଥକୁ ମଧ୍ୟ ଚକ୍ରଧ୍ୱଜ ବା ଗରୁଡ ଧ୍ୱଜ ନାମରେ ଶାସ୍ତ୍ରରେ କୁହାଯାଇଛି। ରଥର ଉଚ୍ଚତା- ୪୫ ଫୁଟ୍ ୬ ଇଂଚ ରଥାଧୀପ ହେଉଛନ୍ତି – ବୈନତେୟ ରଥର ରକ୍ଷକ – ସ୍ୱୟଂ ଇନ୍ଦ୍ର ରଥରେ ବ୍ୟବହୃତ କାଠର ସଂଖ୍ୟା ସମୁଦାୟ- ୭୪୨ ଖଣ୍ଡ ରଥ…

ଆସନ୍ତାକାଲି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା; ଜାଣନ୍ତୁ କେଉଁ ବାଟ ଦେଇ ଯିବେ ପୁରୀ

ଆସନ୍ତାକାଲି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଜି ମହାପ୍ରଭୁଙ୍କ ଉଭାଯାତ୍ରା। ତିନିବାଡରୁ ଆଜ୍ଞାମାଳ ପହଞ୍ଚିଛି। ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ଆସିବ ୩ ରଥ। ପ୍ରଥମେ ନନ୍ଦିଘୋଷ, ତାପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ। ସେପଟେ ତିନି…