Browsing Tag

Ratha khala

ଚକା ସିଂହାସନ ପରେ ଶୁକ୍ରବାର ରଥରେ ଉଠାଇବେ ଦୁଆରଘଡ଼ା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରଥଖଳାରେ ଠାକୁରଙ୍କ ଚକା ସିଂହାସନ ତିଆରିଛନ୍ତି ବିଶ୍ୱକର୍ମା । ଚକାବେଦିରେ ଠାକୁରେ ଅବସ୍ଥାନ କରିବେ । ବେଦି ପଛପଟେ ରହିବ ପ୍ରଭା । ବିଶ୍ୱକର୍ମାମାନେ ପ୍ରଭାକାମ ସାରି ରୂପକାରଙ୍କୁ ଦେଇଛନ୍ତି । ତାଳଧ୍ୱଜ ରଥର ବ୍ରେକ୍‌ ଚକରେ ଲାଗିଲା କ୍ଲାମ୍ପ ।…

ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ସମ୍ପୂର୍ଣ୍ଣ ହୋଇଛି ତିନି ରଥର ଚକ ଅଖ ଡେରା ନୀତି । ଶ୍ରୀମନ୍ଦିରରୁ ପୂଜା ପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯାଇଥିଲା ।…

ରଥଖଳା: ଚକ ଓ ଅଖ ପ୍ରସ୍ତୁତ, ସଂଯୁକ୍ତ ପାଇଁ ଆଜ୍ଞାମାଳକୁ ଅପେକ୍ଷା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଯୁଦ୍ଧକାଳୀନ ଭିତିରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ଗୁରୁବାର ଠାରୁ ପ୍ରସ୍ତୁତ ରହିଛି ନାହାକା ଚକ ଓ ଅଖ। ରଥ ତ୍ରୟ ପାଇଁ ତିନୋଟି ନାହାକା ଅଖ ଓ ୬ ଗୋଟି ଚକ ତିଆରି ସରିଛି। ଠାକୁରଙ୍କ ଆଜ୍ଞାମାଳ ଲାଗି ପୂର୍ବରୁ ଏହା ସଂଯୁକ୍ତ ହେବ। ରଥ ଖଳାରେ…

ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବିଶ୍ୱକର୍ମା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଚାଲିଛି ରଥ ନିର୍ମାଣ କାମ । ଗୋଟିଏ ପଟେ ଅର ଓ ପହି ସଂଯୋଗ ଚାଲିଥିବାବେଳେ ଅନ୍ଯ ପଟେ କମାରଶାଳରେ ଚକ ପାଇଁ ଆବଶ୍ୟକ କଣ୍ଟା ଯୋଗାଯାଉଛି । ପବିତ୍ର ଭଉଁରୀ ଅବସରରେ ୩ ରଥର ୬ଟି ଚକ ଡେରାଯିବାକୁ ଥିବାରୁ ମହାରଣା ସେବକଙ୍କୁ ଭୋଇ…

ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ରଥ ଖଳାରେ ବିଶ୍ୱକର୍ମାମାନେ ତୁମ୍ବ ତିଆରିରେ ଲାଗିଛନ୍ତି । ତୁମ୍ବରେ ବିନ୍ଧ ଖୋଦେଇ ଚାଲିଛି । ବୁଧବାର ସୁଦ୍ଧା ୧୨ ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ତିନୋଟି ତୁମ୍ବ ବିନ୍ଧ…

ରଥଖଳା: ଜୋରସୋରରେ ଚାଲିଛି ରଥ ନିର୍ମାଣ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ତିନିରଥକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ବାରା ଅଭିମୁଖେ ରଥ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତାକାଲି ପବିତ୍ର ରଥଯାତ୍ରା । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ରଥକୁ ଅଜ୍ଞାମାଳ ବିଜେ ହୋଇଛି । ତିନି ରଥକୁ ଆଜ୍ଞାମାଳ ବିଜେ ହୋଇଛି । ପରମ୍ପରା ଅନୁଯାୟୀ ସକାଳ ଧୂପ ସରିବା ପରେ ପୂଜାପଣ୍ଡାମାନେ ରଥଖଳାକୁ ଆଜ୍ଞାମାଳ ବିଜେ କରିଛନ୍ତି । ତିନି ପୂଜାପଣ୍ଡା ସାମନ୍ତ…