Browsing Tag

Ratha yatra

ଏଥର ଭକ୍ତ ଦର୍ଶନ କରିବେ ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ହାତୀବେଶ

ପୁରୀ : ଆସନ୍ତା ଜୁନ୍ ୧୪ରେ ହେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏଥର ସ୍ନାନ ମଣ୍ଡପରେ ଭକ୍ତମାନେ ସନ୍ଧ୍ୟା ୬ଟାରୁ ରାତି ସାଢ଼େ ୯ଟା ଯାଏ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶ ଦର୍ଶନ କରିପାରିବେ । ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଶ୍ରୀମନ୍ଦିର…

ରଥଯାତ୍ରାକୁ ଶୃଙ୍ଖଳିତ କରିଯିବା ନେଇ ଆଜି ବସିବ ଛତିଶା ନିଯୋଗ ବୈଠକ

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ପୁରୀ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ନେଇ ଆଲୋଚନା କରାଯିବ। ବିଶେଷକରି ରାଜେନ୍ଦ୍ରାଭିଷେକ, ଋକ୍ମଣୀ ହରଣ…

ରଥଯାତ୍ରା ପାଇଁ ଆଜି ୨ୟ ସମନ୍ଵୟ କମିଟି ବୈଠକ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରଥଯାତ୍ରା ପାଇଁ ଆଜି ୨ୟ ସମନ୍ଵୟ କମିଟି ବୈଠକ। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିବ। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି, ତାହାର ସମୀକ୍ଷା କରିବେ। ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ଓ…

ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ସମ୍ପୂର୍ଣ୍ଣ ହୋଇଛି ତିନି ରଥର ଚକ ଅଖ ଡେରା ନୀତି । ଶ୍ରୀମନ୍ଦିରରୁ ପୂଜା ପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ରଥ ଖଳାକୁ ବିଜେ କରାଇବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯାଇଥିଲା ।…

ଚଳଚଞ୍ଚଳ ରଥଖଳା, ଚକ ନିର୍ମାଣରେ ବିଶ୍ୱକର୍ମା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଚାଲିଛି ରଥ ନିର୍ମାଣ କାମ । ଗୋଟିଏ ପଟେ ଅର ଓ ପହି ସଂଯୋଗ ଚାଲିଥିବାବେଳେ ଅନ୍ଯ ପଟେ କମାରଶାଳରେ ଚକ ପାଇଁ ଆବଶ୍ୟକ କଣ୍ଟା ଯୋଗାଯାଉଛି । ପବିତ୍ର ଭଉଁରୀ ଅବସରରେ ୩ ରଥର ୬ଟି ଚକ ଡେରାଯିବାକୁ ଥିବାରୁ ମହାରଣା ସେବକଙ୍କୁ ଭୋଇ…

ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ରଥ ଖଳାରେ ବିଶ୍ୱକର୍ମାମାନେ ତୁମ୍ବ ତିଆରିରେ ଲାଗିଛନ୍ତି । ତୁମ୍ବରେ ବିନ୍ଧ ଖୋଦେଇ ଚାଲିଛି । ବୁଧବାର ସୁଦ୍ଧା ୧୨ ତୁମ୍ବରେ ବିନ୍ଧ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ତିନୋଟି ତୁମ୍ବ ବିନ୍ଧ…

ରଥଖଳା: ଜୋରସୋରରେ ଚାଲିଛି ରଥ ନିର୍ମାଣ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ଗିନିଜ୍ ବୁକ୍ ଅଫ୍ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ରଥ

କେନ୍ଦୁଝର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗିନିଜ୍ ବୁକ୍ ଅଫ୍ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଛି କେନ୍ଦୁଝରର ରଥ। କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିଛି। ଏକ ସ୍ୱତନ୍ତ୍ର ସମାରୋହରେ ଜିଲ୍ଲାପାଳ ଆଶିଷ ଠାକରେ ଏହି ସୂଚନା ଦେଇଛନ୍ତି। କେନ୍ଦୁଝର…

ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଆଜି ପ୍ରଥମ ସମନ୍ୱୟ ବୈଠକ

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି । ଆଜି ବସୁଛି ପ୍ରଥମ ସମନ୍ୱୟ ବୈଠକ । ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ହେବ ଆଲୋଚନା। ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ କି ନାହିଁ ନିଆଯିବ ନିଷ୍ପତ୍ତି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ…

ସରିଲା ରଥକାଠ ପୂଜା, ଅକ୍ଷୟ ତୃତୀୟାରୁ ରଥ ନିର୍ମାଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚଳିତ ବର୍ଷ ରଥଯାତ୍ରା ପାଇଁ ପୂଜା ହେଲା ରଥକାଠ । ଏସମ୍ପର୍କରେ ସୂଚନା ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡାକ୍ତର କ୍ରିଷନ କୁମାର କହିଛନ୍ତି, " ବସନ୍ତ ପଞ୍ଚମୀ ପରି ପବିତ୍ର ଦିନରେ ଆମର ପରମ୍ପରା ଅନୁସାରେ ଏବର୍ଷ ରଥଯାତ୍ରା ଆସି ପହଞ୍ଚିଥିବା ରଥକାଠର ପୂଜା ହୋଇଛି ।…