ପୁରୀରେ କୋହଳ ହେଲା କଟକଣା, କେବଳ ଜାରି ରହିବ ଅତ୍ୟାବଶ୍ୟକୀୟ ସେବା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ପୂର୍ବରୁ ଜାରି ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ମାତ୍ର କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ…