ପୁଣିଥରେ ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ରେପୋ ରେଟ୍ ବା ସୁଧ ହାରକୁ ପୁଣିଥରେ ୬.୫%ରେ ଅପରିବର୍ତ୍ତିତ ରଖିଛି ଆରବିଆଇ। ଗୁରୁବାର ମାସିକ ମନିଟାରୀ ନୀତି ସମ୍ପର୍କରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମନିଟାରୀ ପଲିସି କମିଟି ସର୍ବସମ୍ମତିକ୍ରମେ ରେପୋ ରେଟକୁ ଅପରବର୍ତ୍ତିତ ରଖିବାକୁ…