ସୁସ୍ଥ ସଂଖ୍ୟାରେ ରେକର୍ଡ କଲା ଓଡିଶା, ଗୋଟିଏ ଦିନରେ ୪୦୫୩ ଆରୋଗ୍ୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ସୋମବାର ସୁସ୍ଥ ସଂଖ୍ୟାରେ ରେକର୍ଡ ଭାଙ୍ଗିଛି ଓଡିଶା। ଗୋଟିଏ ଦିନରେ ସର୍ବାଧିକ ୪୦୫୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୭୭୨୮୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…