ବିଜେଡିର ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି
ଆଜି ବିଜେଡି ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ଦଳ ତରଫରୁ ସଂଗଠନ ସଂପାଦନ ପ୍ରଣବ ଦାସଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ବିଜ୍ଞପ୍ତି ଅନୁଯାଇ, ଅର୍ଥମନ୍ତ୍ରୀ ନିରଞ୍ଜନ…