୩ତାରିଖ ପର୍ଯ୍ୟନ୍ତ ବର୍ଷିବ, ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ଗତକାଲି ଠାରୁ ପ୍ରବଳ ବର୍ଷା ଜାରି ରହିଛି । ଏହା ଲଘୁଚାପ ଜନିତ ବର୍ଷା ହେଲେ ମଧ୍ୟ ଆସନ୍ତା ୩ତାରିଖ ପର୍ଯ୍ୟନ୍ତ ଏହା ଜାରିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ଆଜି ୮ଟି…