Browsing Tag

result

ଆଜି ଆସିବ ଲୋକସଭା ଓ ବିଧାନସଭା ଉପନିର୍ବାଚନ ଫଳାଫଳ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଆସିବ ଲୋକସଭା ଓ ବିଧାନସଭା ଉପନିର୍ବାଚନର ଫଳାଫଳ । ଦେଶର ୬ ରାଜ୍ୟରେ ହୋଇଥିବା ଉପନିର୍ବାଚନର ଫଳାଫଳ ଆଜି ଆସିବ। ଜୁନ୍ ୨୩ ତାରିଖରେ ତିନି ଲୋକସଭା ଆସନ ଓ ୭ ବିଧାନସଭା ଆସନରେ ଉପନିର୍ବାଚନ ହୋଇଥିଲା । କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍…

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ଵର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୁଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରେଜଲ୍ଟ ନେଇ ବୋର୍ଡ଼ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତବର୍ଷ ମାର୍ଚ୍ଚ…

ଜୁନ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ବା ସମେଟିଭ୍ ଆସେସମେଣ୍ଟ-୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି । ୧୮ ହଜାରରୁ ଅଧିକ ମୂଲ୍ୟାୟନକାରୀ ମୂଲ୍ୟାୟନ କରିଥିବା ସୂଚନା । ଏ ବର୍ଷ ୫ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।…

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୨୦୨୨-୨୩ ଯୁକ୍ତ ଦୁଇ ପରୀକ୍ଷା ଆସନ୍ତା ୩୧ ତାରିଖରେ ଶେଷ ହେବ । ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଶେଷ ହୋଇଥିବା ବେଳେ ୨ୟ ପର୍ଯ୍ୟାୟ ପରୀକ୍ଷା ଗତ ୧୧ରୁ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଶେଷ ହେବା ପରେ ଆସନ୍ତା ୨୨ରୁ ମୂଲ୍ୟାଙ୍କନ…

ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ, ଦେଖନ୍ତୁ କେମିତି ଜାଣିବେ ରେଜଲ୍ଟ

ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ। ପାସ ହାର ରହିଛି ୬୮.୬୬%। କଳାରେ ୬ ହଜାର ୩୧୦ ଜଣ ପାସ କରିଥିବା ବେଳେ, ପାସ୍ ହାର ରହିଛି ୭୦.୬୨ ପ୍ରତିଶତ। ସେହିପରି ବାଣତଜ୍ୟରେ ୪୨୨ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ, ପାସ୍ ହାର ରହିଛି ୬୮.୬୧ ପ୍ରତିଶତ। ବିଜ୍ଞାନରେ ୧୫୦୧ ଜଣ…