ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ସାମ୍ବାଦିକ ମୃତ । ମୃତ ସାମ୍ବାଦିକ ମୋହନଗିରୀ ଅଞ୍ଚଳର ରୋହିତ ବିଶ୍ବାଳ । ତେବେ କଳାହାଣ୍ଡି ମଦନପୁର ରାମପୁର ଡମ୍ବ କର୍ଲାଖୁଣ୍ଟା ନିକଟରେ ମାଓବାଦୀ ପୋଷ୍ଟର ଲଗାଇଥିଲେ । ନିର୍ବାଚନ ବର୍ଜନ କରିବା ସହ ଅନେକ ଦାବି ପୋଷ୍ଟରରେ…