*ଆଣ୍ଠୁଗଣ୍ଠି ବାତ ଓ ରୋଗ ପ୍ରତିରୋଧକ ଶକ୍ତି ଜନିତ ସମସ୍ୟା ଶିଶୁ ମାନଙ୍କ କ୍ଷେତ୍ରରେ ଅଧିକ: ପ୍ରଫେସର ସିଂ*
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି । ଠିକ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା ଦ୍ୱାରା ହିଁ ଶିଶୁ ମାନଙ୍କୁ ଏଭଳି ସମସ୍ୟାରୁ ଦୁରେଇ ରଖି ହେବ ବୋଲି ମତଵ୍ୟକ୍ତ କରିଛନ୍ତି ଚଣ୍ଡିଗଡ ସ୍ଥିତ ପୋଷ୍ଟ ଗ୍ରାଜୁଏଟ…