ଏନଆଇଟି, ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ରାଉରକେଲା(ଓଡିଶା ଫାଷ୍ଟ ବ୍ୟୁରୋ):୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱତନ୍ତ୍ରତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ । ଏହି ୧୩ ବର୍ଷ ଓ ୨୫ ବର୍ଷ ସମୟ ମଧ୍ୟରେ ୧୦୦ କୋଟି ଟଙ୍କା ରୋଜଗାର କରାଇବା ଭଳି ୧୦୦ ଜଣ ଓଡ଼ିଆ ପିଲାଙ୍କୁ…