ଅଧିବେଶନ ପୂର୍ବରୁ ବିଧାୟକ ଏବଂ କର୍ମଚାରୀଙ୍କ ହେବ RTPCR ଟେଷ୍ଟ, ଟିକା ନେଇ ନଥିଲେ ବିଧାନସଭା ମନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଧାନସଭାର ଅଧିବେଶନ ପୂର୍ବରୁ ଟିକା ନେବା ବାଧ୍ୟତା ମୂଳକ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଏନେଇ ତିନିଦିନ ଧରି ଆସନ୍ତା ୨୯,୩୦ ଏବଂ ୩୧ ତାରିଖରେ ବିଧାନସଭା ପରିସରରେ ଟିକକରଣ କରାଯିବ । ଦୁଇ ଦଫାରେ ଏହି ଟିକା ପ୍ରଦାନ କରାଯିବ । ସକାଳ ୮.୩୦ରୁ…