Browsing Tag

rukuna rathayatra

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା

ଭୁବନେଶ୍ବର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା । ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ ରଥଟଣା । ଆଜି ଭୋର ୫ଟାରେ ମଙ୍ଗଳ ଆଳତୀ, ଅବକାଶ ନୀତି ପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯାଇଛି । ଅପରାହ୍ନ ୧୨ଟା ୩୦ରୁ ୧ଟା ୩୦…