ରୂପି ସମସ୍ୟାକୁ ନେଇ ଚିନ୍ତିତ ଥିଲେ ଆପଣାନ୍ତୁ ଏହି ଟିପ୍ସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କେଶର ସବୁଠାରୁ ବଡ଼ ସମସ୍ୟା ହେଉଛି ରୂପି। ରୂପି ଯୋଗୁ କେବଳ ମୁଣ୍ଡ କୁଣ୍ଡେଇ ହୁଏ ନାହିଁ ଚୁଟି ମଧ୍ୟ ଉପୁଡ଼ିଥାଏ। ମାର୍କେଟରେ ରୂପି ସମସ୍ୟା ଦୂର କରିବା ପାଇଁ ଅନେକ ପ୍ରକାରର ସାମ୍ପୋ ମିଳୁଛି। କିନ୍ତୁ ଏହି ସାମ୍ପୋ ରୂପି ସମସ୍ୟା ଦୂର କରିବା ବଦଳରେ କେଶକୁ ରୁକ୍ଷ…