Browsing Tag

rural housing

ଗ୍ରାମାଞ୍ଚଳରେ ଗୃହ ନିର୍ମାଣ ଯୋଜନା ଅଧିନରେ ୩୧ଲକ୍ଷ ୮ହଜାର ୪୭୧ଗୃହ ନିର୍ମିତ

ଗତ ୬ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଗ୍ରାମାଞ୍ଚଳରେ ବିଭିନ୍ନ ଗୃହ ନିର୍ମାଣ ଯୋଜନା ଅଧିନରେ ମୋଟ ୩୧.୦୮ ଲକ୍ଷ ଗୃହ ନିର୍ମାଣ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗ୍ରାମାଞ୍ଚଳରେ ଗୃହ ନିର୍ମାଣ ଯୋଜନା ସମ୍ପର୍କିତ ସମୀକ୍ଷା ବୈଠକରୁ ପ୍ରକାଶ ।…