ବିଶ୍ୱରେ କୋରୋନା ଭ୍ୟାକ୍ସିନ ପ୍ରସ୍ତୁତ କଲା ଋଷ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଋଷିଆ ବିଶ୍ୱର ପ୍ରଥମ କରୋନା ଟିକା ବାହାର କରିଛି ବୋଲି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଛନ୍ତି । ଏଥିସହ ରାଷ୍ଟ୍ରପତି ପୁଟିନଙ୍କ ଝିଅଙ୍କୁ ପ୍ରଥମ ଟିକା ଦିଆଯାଇଥିବା ସୂଚନା ରହିଛି।
ଏହି ଟିକାକୁ ଋଷିଆର ପ୍ରତିରକ୍ଷା ମନ୍ତ୍ରାଳୟ ଓ ଗାମେଲିଆ…