ସମଲେଇ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସଂପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ପ୍ୟାକେଜକୁ…