ପ୍ରଣବ, ସଞ୍ଜୟ ଓ ପ୍ରତାପଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦଳୀୟ ସଙ୍ଗଠନକୁ ମଜଭୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାୟକ ପ୍ରଣବ ପ୍ରକାଶ(ବବି)ଙ୍କୁ ବିଜେଡ଼ିର ସାଧାରଣ ସମ୍ପାଦକ(ସଂଗଠନ)ଦାୟିତ୍ୱ ପ୍ରଦାନ କରିଥିବା ବେଳେ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କୁ ବିଜେଡ଼ି ସାଧାରଣ ସମ୍ପାଦକ ( ମୁଖ୍ୟାଳୟ) ପଦରେ…