ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଏବଂ ପୁରୀ ଖଣ୍ଡର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ସଞ୍ଜୟ ଦାସବର୍ମା
Lଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ସର୍କିଟ ହାଉସ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଏବଂ ପୁରୀ ଖଣ୍ଡର ବିଭିନ୍ନ ପ୍ରକଳ୍ପ ଅନ୍ତର୍ଗତ ସଡକ ଓ କୋଠାବାଡି ନିର୍ମାଣ ସଂକ୍ରାନ୍ତୀୟ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ…