Browsing Tag

Satsangha bihar

ଭୁବନେଶ୍ୱର ସତସଙ୍ଗ ବିହାର ସମ୍ମୁଖରେ ଦୁର୍ଘଟଣା, ୩ମୃତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସତସଙ୍ଗ ବିହାର ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣା ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ କୁମାର…