ବଦଳିଲା କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ତାରିଖ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫେବ୍ରୁଆରୀ ୧୪ତାରିଖରେ ଖୋଲିବନି କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ । ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସ୍କୁଲ ପରିସର ଏବଂ ଶ୍ରେଣୀ ଗୃହକୁ ସଫା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏବଂ ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ…