+୨ ପରୀକ୍ଷା; ୩ଟି ବିଷୟ ପରୀକ୍ଷା ଘୁଞ୍ଚିଲା
ଭୁବନେଶ୍ୱର : ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି +୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ୩ଟି ବିଷୟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସେହି ବିଷୟଗୁଡ଼ିକ ହେଉଛି କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି।…